ଶୀତଳ ଷଷ୍ଠୀ
ଦ୍ରୁତ ଶିଳ୍ପାୟନକୁ ଦୃଷ୍ଟିରେ ରଖି ‘ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାର ପରିବେଶ ଉପରେ ଦ୍ରୁତ ଶିଳ୍ପାୟନର ପ୍ରଭାବ’ ଶୀର୍ଷକ ଆଲୋଚନାଚକ୍ର ୦୩.୦୧.୨୦୨୦ରେ ଆୟୋଜନ କରାଯାଇଥିଲା । ଏଥିରେ ପରିବେଶ କର୍ମୀ ତଥା ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ନାଏକ, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଜୀବ ବିଜ୍ଞାନ ବିଭାଗର ପ୍ରାକ୍ତନ ବିଭାଗୀୟ ମୁଖ୍ୟ ପ୍ରଫେସର ଆର୍ତ୍ତବନ୍ଧୁ ମିଶ୍ର ଏବଂ ସମ୍ବଲପୁରର ପୂର୍ବତନ ସାଂସଦ ଭବାନୀ ଶଙ୍କର ହୋତା ଆଲୋଚକ ରୂପେ ଯୋଗ ଦେଇଥିଲେ ।